ଦୀପାବଳୀରେ ବାଣ ଫୁଟାଇବାରୁ ୩୭୦ ଜଣଙ୍କ ବିରୋଧରେ ମାମଲା
ଭୁବନେଶ୍ୱର,୮ା୧୧: ଦିପାବଳୀରେ ବାଣ ଫୁଟାଇବାନେଇ ସୁପ୍ରିମକୋର୍ଟ ଦେଇଥିବା ନିର୍ଦ୍ଦେଶକୁ ଅବମାନନା କରିବା ଅଭିଯୋଗରେ ଭୁବନେଶ୍ୱର ଓ କଟକରେ ସମୁଦାୟ ୩୭୦ ମାମଲା ରୁଜୁ ହୋଇଛି । ସେମାନଙ୍କ ମଧ୍ୟରୁ ଭୁବନେଶ୍ୱରର ୧୨୬ ଜଣଙ୍କ ସମେତ ମୋଟ ୨୪୦ ଜଣଙ୍କ ଠାରୁ ଲକ୍ଷାଧିକ ଟଙ୍କାର ଜୋରିମାନା ଆଦାୟ କରାଯାଇଛି । ଅବଶିଷ୍ଟ ୧୩୦ ବ୍ୟକ୍ତିଙ୍କ ବିରୋଧରେ ଥିବା ମାମଲା କୋର୍ଟକୁ ଯିବ ବୋଲି କମିଶନରେଟ୍ ପୋଲିସ୍ ପକ୍ଷରୁ ସୂଚନା ଦିଆଯାଇଛି ।
ଓଡିଶା
ଦୀପାବଳୀରେ ବାଣ ଫୁଟାଇବାରୁ ୩୭୦ ଜଣଙ୍କ ବିରୋଧରେ ମାମଲା
More in ଓଡିଶା
-
ଅପହରଣକାରୀ ଟିଉସନ ମାଷ୍ଟ୍ର ଧରାପଡ଼ି ଅଟକ 丨ପରିବାର ଆଶ୍ୱସ୍ଥ丨
ଅପହରଣକାରୀ ଟିଉସନ ମାଷ୍ଟ୍ର ଧରାପଡ଼ି ଅଟକ 丨ପରିବାର ଆଶ୍ୱସ୍ଥ丨 ଭୁବନେଶ୍ୱର :- 22-12- ସ୍ଥାନୀୟ ବଡ଼ଗଡ଼ ଅଂଚଳରୁ ଦୁଇ...
-
ଅନୁପ ଓ ତାଙ୍କ ଡ୍ରାଇଭରଙ୍କୁ ରିମାଣ୍ଡରେ ଆଣିବ ରାୟଗଡ଼ ପୋଲିସ
ଅନୁପ ଓ ତାଙ୍କ ଡ୍ରାଇଭରଙ୍କୁ ରିମାଣ୍ଡରେ ଆଣିବ ରାୟଗଡ଼ ପୋଲିସ ଭୁବନେଶ୍ୱର, ୧୬ ଫେବୃୟାରୀ – ବହୁଚର୍ଚ୍ଚିତ କଳ୍ପନା...
-
କମେଂଟ ମାରିବାରୁ ଯବାନଙ୍କୁ ନିସ୍ତୁକ ପିଟିଲେ ଯୁବତୀ ଓ ଜନସାଧାରଣ
କମେଂଟ ମାରିବାରୁ ଯବାନଙ୍କୁ ନିସ୍ତୁକ ପିଟିଲେ ଯୁବତୀ ଓ ଜନସାଧାରଣ ଭୁବନେଶ୍ୱର, ୧୬ ଫେବୃୟାରୀ – ଯୁବତୀଙ୍କୁ କମେଂଟ...
-
ବ୍ରହ୍ମପୁର ବସ୍ ଟ୍ରାଜେଡି ଘଟଣାରେ ୪ ନିଲମ୍ବିତ
ବ୍ରହ୍ମପୁର ବସ୍ ଟ୍ରାଜେଡି ଘଟଣାରେ ୪ ନିଲମ୍ବିତ ଭୁବନେଶ୍ୱର, ୧୦ ଫେବୃଆରୀ – ବ୍ରହ୍ମପୁରରେ ଗତକାଲି ବସ୍ ରେ...