ନୟାଗଡରେ ଯୁବକର ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ନୟାଗଡରେ ମାନସିକ ବିକୃତ ଯୁବକର ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ଏହାସହ ଆକ୍ରମଣ ଘଟଣାରେ ଆହତ ଲୋକଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ସୂଚନାଯୋଗ୍ୟଯେ , ନୟାଗଡ଼ ଜିଲ୍ଲାର ଓଡ଼ଗାଁ ବଜାରରେ ଜଣେ ମାନସିକ ବିକାର ବ୍ୟକ୍ତିଙ୍କ ଠେଙ୍ଗା ଓ ପଥର ମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଥିଲା । ବଜାର ଅଂଚଳରେ ବୁଲାବୁଲି କରୁଥିବା ବେଳେ ପାଗଳର ଆକ୍ରମଣରେ ୫ ଜଣ ଅ।ହତ ହୋଇଥିଲେ ।
ଓଡିଶା
ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି
More in ଓଡିଶା
-
ଅପହରଣକାରୀ ଟିଉସନ ମାଷ୍ଟ୍ର ଧରାପଡ଼ି ଅଟକ 丨ପରିବାର ଆଶ୍ୱସ୍ଥ丨
ଅପହରଣକାରୀ ଟିଉସନ ମାଷ୍ଟ୍ର ଧରାପଡ଼ି ଅଟକ 丨ପରିବାର ଆଶ୍ୱସ୍ଥ丨 ଭୁବନେଶ୍ୱର :- 22-12- ସ୍ଥାନୀୟ ବଡ଼ଗଡ଼ ଅଂଚଳରୁ ଦୁଇ...
-
ଅନୁପ ଓ ତାଙ୍କ ଡ୍ରାଇଭରଙ୍କୁ ରିମାଣ୍ଡରେ ଆଣିବ ରାୟଗଡ଼ ପୋଲିସ
ଅନୁପ ଓ ତାଙ୍କ ଡ୍ରାଇଭରଙ୍କୁ ରିମାଣ୍ଡରେ ଆଣିବ ରାୟଗଡ଼ ପୋଲିସ ଭୁବନେଶ୍ୱର, ୧୬ ଫେବୃୟାରୀ – ବହୁଚର୍ଚ୍ଚିତ କଳ୍ପନା...
-
କମେଂଟ ମାରିବାରୁ ଯବାନଙ୍କୁ ନିସ୍ତୁକ ପିଟିଲେ ଯୁବତୀ ଓ ଜନସାଧାରଣ
କମେଂଟ ମାରିବାରୁ ଯବାନଙ୍କୁ ନିସ୍ତୁକ ପିଟିଲେ ଯୁବତୀ ଓ ଜନସାଧାରଣ ଭୁବନେଶ୍ୱର, ୧୬ ଫେବୃୟାରୀ – ଯୁବତୀଙ୍କୁ କମେଂଟ...
-
ବ୍ରହ୍ମପୁର ବସ୍ ଟ୍ରାଜେଡି ଘଟଣାରେ ୪ ନିଲମ୍ବିତ
ବ୍ରହ୍ମପୁର ବସ୍ ଟ୍ରାଜେଡି ଘଟଣାରେ ୪ ନିଲମ୍ବିତ ଭୁବନେଶ୍ୱର, ୧୦ ଫେବୃଆରୀ – ବ୍ରହ୍ମପୁରରେ ଗତକାଲି ବସ୍ ରେ...