ମେଘାଳୟରେ ଫସିଥିବା ଶ୍ରମିକଙ୍କୁ ଉଦ୍ଧାର ପାଇଁ ଯିବେ ଓଡିଶା ଆଗ୍ନିକ
ଭୁବନେଶ୍ୱର,୨୭ା୧୨ : ଗତ ୧୩ ତାରିଖ ଠାରୁ ମେଘାଳୟର ଏକ କୋଇଲାଖଣିରେ ଫସି ରହିଥିବା ଶ୍ରମିକ ମାନଙ୍କୁ ଉଦ୍ଧାର କରିବା ପାଇଁ କେନ୍ଦ୍ର ସରକାର ଓଡ଼ିଶା ସରକାରଙ୍କ ସାହାଯ୍ୟ ଲୋଡ଼ିଛି । କେନ୍ଦ୍ର ସରକାରଙ୍କର ଅନୁରୋଧକୁ ରକ୍ଷା କରି ଆସନ୍ତା କାଲି ଚିଫ୍ ଫାୟାର ଅଫିସର ସୁକାନ୍ତ ସେଠୀଙ୍କ ନେତୃତ୍ୱରେ ଓଡ଼ିଶାରୁ ୨୦ ଜଣିଆ ଅଗ୍ନିଶମ ଟିମ୍ ଏକ ସ୍ୱତନ୍ତ୍ର ବିମାନ ଯୋଗେ ମେଘାଳୟ ଯିବେ । ପୂର୍ବରୁ କେରଳକୁ ଯାଇ ଏହି ଟିମ୍ ବନ୍ୟା ବିପନ୍ନ ଲୋକଙ୍କୁ ଉଦ୍ଧାର କରିଥିଲା ଏବଂ ରିଲିଫ କାର୍ଯ୍ୟରେ ସାହାଯ୍ୟ କରି ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହୋଇଥିଲେ ।
ଓଡିଶା
ମେଘାଳୟରେ ଫସିଥିବା ଶ୍ରମିକଙ୍କୁ ଉଦ୍ଧାର ପାଇଁ ଯିବେ ଓଡିଶା ଆଗ୍ନିକ
More in ଓଡିଶା
-
ଅପହରଣକାରୀ ଟିଉସନ ମାଷ୍ଟ୍ର ଧରାପଡ଼ି ଅଟକ 丨ପରିବାର ଆଶ୍ୱସ୍ଥ丨
ଅପହରଣକାରୀ ଟିଉସନ ମାଷ୍ଟ୍ର ଧରାପଡ଼ି ଅଟକ 丨ପରିବାର ଆଶ୍ୱସ୍ଥ丨 ଭୁବନେଶ୍ୱର :- 22-12- ସ୍ଥାନୀୟ ବଡ଼ଗଡ଼ ଅଂଚଳରୁ ଦୁଇ...
-
ଅନୁପ ଓ ତାଙ୍କ ଡ୍ରାଇଭରଙ୍କୁ ରିମାଣ୍ଡରେ ଆଣିବ ରାୟଗଡ଼ ପୋଲିସ
ଅନୁପ ଓ ତାଙ୍କ ଡ୍ରାଇଭରଙ୍କୁ ରିମାଣ୍ଡରେ ଆଣିବ ରାୟଗଡ଼ ପୋଲିସ ଭୁବନେଶ୍ୱର, ୧୬ ଫେବୃୟାରୀ – ବହୁଚର୍ଚ୍ଚିତ କଳ୍ପନା...
-
କମେଂଟ ମାରିବାରୁ ଯବାନଙ୍କୁ ନିସ୍ତୁକ ପିଟିଲେ ଯୁବତୀ ଓ ଜନସାଧାରଣ
କମେଂଟ ମାରିବାରୁ ଯବାନଙ୍କୁ ନିସ୍ତୁକ ପିଟିଲେ ଯୁବତୀ ଓ ଜନସାଧାରଣ ଭୁବନେଶ୍ୱର, ୧୬ ଫେବୃୟାରୀ – ଯୁବତୀଙ୍କୁ କମେଂଟ...
-
ବ୍ରହ୍ମପୁର ବସ୍ ଟ୍ରାଜେଡି ଘଟଣାରେ ୪ ନିଲମ୍ବିତ
ବ୍ରହ୍ମପୁର ବସ୍ ଟ୍ରାଜେଡି ଘଟଣାରେ ୪ ନିଲମ୍ବିତ ଭୁବନେଶ୍ୱର, ୧୦ ଫେବୃଆରୀ – ବ୍ରହ୍ମପୁରରେ ଗତକାଲି ବସ୍ ରେ...