Connect with us

ଓଡିଶା

ଶପଥ ନେଲେ ହାଇକୋର୍ଟ ବିଚାରପତି ସଞ୍ଜୀବ ପାଣିଗ୍ରାହୀ

ସାଙ୍କେତିକ

ଶପଥ ନେଲେ ହାଇକୋର୍ଟ ବିଚାରପତି ସଞ୍ଜୀବ ପାଣିଗ୍ରାହୀ
ଭୁବନେଶ୍ୱର, ୧୦ ଫେବୃଆରୀ – ଓଡିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ସଞ୍ଜୀବ କୁମାର ପାଣିଗ୍ରାହୀ ସୋମବାର ଶପଥ ଗ୍ରହଣ କରିଛନ୍ତି । ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ସଞ୍ଜୁ ପଣ୍ଡା ଜଷ୍ଟିସ ପାଣିଗ୍ରାହୀଙ୍କୁ ଶପଥ ପାଠ କରାଇଥିଲେ । ହାଇକୋର୍ଟର ପୁରୁଣା କୋଠାରେ ରହିଥିବା ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଶପଥ ଗ୍ରହଣ ଉତ୍ସବରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବର୍ତମାନ ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୪ରେ ପହଂଚିଛି ।

Click to comment

Leave a Reply

Your email address will not be published. Required fields are marked *

More in ଓଡିଶା