ନନ୍ଦନକାନନ ନିକଟ ଏଟିଏମ୍ ତାଡି ଲୁଟ୍
ଭୁବନେଶ୍ୱର, ୨୩ ଅକ୍ଟୋବର – ଭୁବନେଶ୍ୱର ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଦୁଇ ନମ୍ବର ଫାଟକ ପାଖରେ ଥିବା ପଞ୍ଜାବ ନ୍ୟାସନାଲ୍ ବ୍ୟାଙ୍କ୍ ଏଟିଏମ୍ ରୁ ଲୁଟ୍ ହୋଇଛି । ଦୁର୍ବୃତମାନେ ଏଟିଏମ୍ ମେସିନ୍ ତାଡ଼ି ପକାଇ ଟଙ୍କା ନେଇଯାଇଛନ୍ତି । ସେଠାରେ ଲାଗିଥିବା ସିସିଟିଭି କ୍ୟାମେରାକୁ ମଧ୍ୟ ସେମାନେ ଭାଙ୍ଗି ଦେଇଛନ୍ତି । ଦୁଇ ଦିନ ତଳେ ଏହି ମେସିମରେ ଟଙ୍କା ଭର୍ତି କରାଯାଇଥିଲା । ଘଟଣାସ୍ଥଳରେ ନନ୍ଦନକାନନ ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି ।
ଓଡିଶା
ନନ୍ଦନକାନନ ନିକଟ ଏଟିଏମ୍ ତାଡି ଲୁଟ୍
More in ଓଡିଶା
-
ଅପହରଣକାରୀ ଟିଉସନ ମାଷ୍ଟ୍ର ଧରାପଡ଼ି ଅଟକ 丨ପରିବାର ଆଶ୍ୱସ୍ଥ丨
ଅପହରଣକାରୀ ଟିଉସନ ମାଷ୍ଟ୍ର ଧରାପଡ଼ି ଅଟକ 丨ପରିବାର ଆଶ୍ୱସ୍ଥ丨 ଭୁବନେଶ୍ୱର :- 22-12- ସ୍ଥାନୀୟ ବଡ଼ଗଡ଼ ଅଂଚଳରୁ ଦୁଇ...
-
ଅନୁପ ଓ ତାଙ୍କ ଡ୍ରାଇଭରଙ୍କୁ ରିମାଣ୍ଡରେ ଆଣିବ ରାୟଗଡ଼ ପୋଲିସ
ଅନୁପ ଓ ତାଙ୍କ ଡ୍ରାଇଭରଙ୍କୁ ରିମାଣ୍ଡରେ ଆଣିବ ରାୟଗଡ଼ ପୋଲିସ ଭୁବନେଶ୍ୱର, ୧୬ ଫେବୃୟାରୀ – ବହୁଚର୍ଚ୍ଚିତ କଳ୍ପନା...
-
କମେଂଟ ମାରିବାରୁ ଯବାନଙ୍କୁ ନିସ୍ତୁକ ପିଟିଲେ ଯୁବତୀ ଓ ଜନସାଧାରଣ
କମେଂଟ ମାରିବାରୁ ଯବାନଙ୍କୁ ନିସ୍ତୁକ ପିଟିଲେ ଯୁବତୀ ଓ ଜନସାଧାରଣ ଭୁବନେଶ୍ୱର, ୧୬ ଫେବୃୟାରୀ – ଯୁବତୀଙ୍କୁ କମେଂଟ...
-
ବ୍ରହ୍ମପୁର ବସ୍ ଟ୍ରାଜେଡି ଘଟଣାରେ ୪ ନିଲମ୍ବିତ
ବ୍ରହ୍ମପୁର ବସ୍ ଟ୍ରାଜେଡି ଘଟଣାରେ ୪ ନିଲମ୍ବିତ ଭୁବନେଶ୍ୱର, ୧୦ ଫେବୃଆରୀ – ବ୍ରହ୍ମପୁରରେ ଗତକାଲି ବସ୍ ରେ...