କୁନ୍ଦୁଲି ନାବାଳିକା ଗଣଦୁଷ୍କର୍ମ ଓ ଆତ୍ମହତ୍ୟା ଘଟଣାର ତଦନ୍ତ କରିବ ସ୍ୱତନ୍ତ୍ର ଏସଆଇଟି
ଭୁବନେଶ୍ୱର, ୧୮ ନଭେମ୍ବର – ରାଜ୍ୟରେ ବହୁଚର୍ଚ୍ଚିତ କୁନ୍ଦୁଲି ନାବାଳିକା ଗଣଦୁଷ୍କର୍ମ ଓ ଆତ୍ମହତ୍ୟା ଘଟଣା ଉପରେ ତଦନ୍ତ ପାଇଁ ସ୍ୱତନ୍ତ୍ର ଏସଆଇଟି ଗଠନ କରାଯିବ । ଓଡ଼ିଶା ପୋଲିସ ସଂସ୍ଥାର ୩ ଜଣ ଡିଆଇଜିଙ୍କୁ ଏଥିରେ ରଖାଯିବ । ସମସ୍ତ ଦିଗକୁ ତନ୍ନ ତନ୍ନ କରି ତଦନ୍ତ କରି ରିପୋର୍ଟ ଦେବା ପାଇଁ କୁହାଯାଇଛି । କୋର୍ଟର ତତ୍ୱାବଧନାରେ ଏସଆଇଟି ତଦନ୍ତ କରିବ । ଆଗାମୀ ଡିସେମ୍ବର ୧୬ ତାରିଖରେ ଶୁଣାଣୀ ହେବ । ମାମଲାର କ୍ଲୋଜର ରିପୋର୍ଟ କ୍ରାଇମବ୍ରାଂଚ କୋର୍ଟରେ ଦାଖଲ କରିଛି । ଅନ୍ୟପକ୍ଷରେ ପୀଡ଼ିତାଙ୍କ ମା ସିବିଆଇ ତଦନ୍ତ କରିବାକୁ ଦାବି କରିଥିଲେ । ଉଭୟ ପକ୍ଷର ଶୁଣାଣୀ କରି ହାଇକୋର୍ଟର ମୁଖ୍ୟ ବିଚାରପତି ଏହି ନିର୍ଦ୍ଦେଶ ଦେଇଛନ୍ତି ।
ଓଡିଶା
କୁନ୍ଦୁଲି ନାବାଳିକା ଗଣଦୁଷ୍କର୍ମ ଓ ଆତ୍ମହତ୍ୟା ଘଟଣାର ତଦନ୍ତ କରିବ ସ୍ୱତନ୍ତ୍ର ଏସଆଇଟି
More in ଓଡିଶା
-
ଅପହରଣକାରୀ ଟିଉସନ ମାଷ୍ଟ୍ର ଧରାପଡ଼ି ଅଟକ 丨ପରିବାର ଆଶ୍ୱସ୍ଥ丨
ଅପହରଣକାରୀ ଟିଉସନ ମାଷ୍ଟ୍ର ଧରାପଡ଼ି ଅଟକ 丨ପରିବାର ଆଶ୍ୱସ୍ଥ丨 ଭୁବନେଶ୍ୱର :- 22-12- ସ୍ଥାନୀୟ ବଡ଼ଗଡ଼ ଅଂଚଳରୁ ଦୁଇ...
-
ଅନୁପ ଓ ତାଙ୍କ ଡ୍ରାଇଭରଙ୍କୁ ରିମାଣ୍ଡରେ ଆଣିବ ରାୟଗଡ଼ ପୋଲିସ
ଅନୁପ ଓ ତାଙ୍କ ଡ୍ରାଇଭରଙ୍କୁ ରିମାଣ୍ଡରେ ଆଣିବ ରାୟଗଡ଼ ପୋଲିସ ଭୁବନେଶ୍ୱର, ୧୬ ଫେବୃୟାରୀ – ବହୁଚର୍ଚ୍ଚିତ କଳ୍ପନା...
-
କମେଂଟ ମାରିବାରୁ ଯବାନଙ୍କୁ ନିସ୍ତୁକ ପିଟିଲେ ଯୁବତୀ ଓ ଜନସାଧାରଣ
କମେଂଟ ମାରିବାରୁ ଯବାନଙ୍କୁ ନିସ୍ତୁକ ପିଟିଲେ ଯୁବତୀ ଓ ଜନସାଧାରଣ ଭୁବନେଶ୍ୱର, ୧୬ ଫେବୃୟାରୀ – ଯୁବତୀଙ୍କୁ କମେଂଟ...
-
ବ୍ରହ୍ମପୁର ବସ୍ ଟ୍ରାଜେଡି ଘଟଣାରେ ୪ ନିଲମ୍ବିତ
ବ୍ରହ୍ମପୁର ବସ୍ ଟ୍ରାଜେଡି ଘଟଣାରେ ୪ ନିଲମ୍ବିତ ଭୁବନେଶ୍ୱର, ୧୦ ଫେବୃଆରୀ – ବ୍ରହ୍ମପୁରରେ ଗତକାଲି ବସ୍ ରେ...