ଟିଟୋ ଲିଙ୍କ୍ : ଦୁଇ ଯନ୍ତ୍ରୀଙ୍କୁ କ୍ରାଇମବ୍ରାଞ୍ଚ ଏସ୍ଟିଏଫ ଟିମର ପଚରା ଉଚୁରା
କେନ୍ଦ୍ରାପଡ଼ା,୨୪ା୮ : ଅପରାଧୀ ଟିଟୋ ସହିତ ବ୍ୟବସାୟିକ ଲିଙ୍କ୍ ଥିବା ସନ୍ଦେହ କରି ଆଜି ଦୁଇ ଯନ୍ତ୍ରୀଙ୍କୁ ଦୀର୍ଘ ସମୟ ଧରି ପଚରା ଉଚୁରା କରିଛି କ୍ରାଇମବ୍ରାଂଚ୍ ର ଏସଟିଏଫ ଟିମ୍ । ଗ୍ରାମ୍ୟ ଉନ୍ନୟନ ନିର୍ବାହୀ ଯନ୍ତ୍ରୀ ନଳିନୀକାନ୍ତ ସେନାପତି ଏବଂ ଉଠାଜଳସେଚନ ନିର୍ବାହୀ ଯନ୍ତ୍ରୀ ବିଦ୍ୟାଭୂଷଣ ନାୟକଙ୍କୁ କେନ୍ଦ୍ରାପଡ଼ା ଏସଡିପିଓ ଅଫିସରେ ଦୀର୍ଘ ସମୟ ଧରି ପଚରା ଉଚରା କରାଯାଇଛି । ତେବେ ଏନେଇ ଅଧିକ ତଥ୍ୟ ମିଳିପାରିନାହିଁ ।
ଓଡିଶା
ଟିଟୋ ଲିଙ୍କ୍ : ଦୁଇ ଯନ୍ତ୍ରୀଙ୍କୁ କ୍ରାଇମବ୍ରାଞ୍ଚ ଏସ୍ଟିଏଫ ଟିମର ପଚରା ଉଚୁରା
More in ଓଡିଶା
-
ଅପହରଣକାରୀ ଟିଉସନ ମାଷ୍ଟ୍ର ଧରାପଡ଼ି ଅଟକ 丨ପରିବାର ଆଶ୍ୱସ୍ଥ丨
ଅପହରଣକାରୀ ଟିଉସନ ମାଷ୍ଟ୍ର ଧରାପଡ଼ି ଅଟକ 丨ପରିବାର ଆଶ୍ୱସ୍ଥ丨 ଭୁବନେଶ୍ୱର :- 22-12- ସ୍ଥାନୀୟ ବଡ଼ଗଡ଼ ଅଂଚଳରୁ ଦୁଇ...
-
ଅନୁପ ଓ ତାଙ୍କ ଡ୍ରାଇଭରଙ୍କୁ ରିମାଣ୍ଡରେ ଆଣିବ ରାୟଗଡ଼ ପୋଲିସ
ଅନୁପ ଓ ତାଙ୍କ ଡ୍ରାଇଭରଙ୍କୁ ରିମାଣ୍ଡରେ ଆଣିବ ରାୟଗଡ଼ ପୋଲିସ ଭୁବନେଶ୍ୱର, ୧୬ ଫେବୃୟାରୀ – ବହୁଚର୍ଚ୍ଚିତ କଳ୍ପନା...
-
କମେଂଟ ମାରିବାରୁ ଯବାନଙ୍କୁ ନିସ୍ତୁକ ପିଟିଲେ ଯୁବତୀ ଓ ଜନସାଧାରଣ
କମେଂଟ ମାରିବାରୁ ଯବାନଙ୍କୁ ନିସ୍ତୁକ ପିଟିଲେ ଯୁବତୀ ଓ ଜନସାଧାରଣ ଭୁବନେଶ୍ୱର, ୧୬ ଫେବୃୟାରୀ – ଯୁବତୀଙ୍କୁ କମେଂଟ...
-
ବ୍ରହ୍ମପୁର ବସ୍ ଟ୍ରାଜେଡି ଘଟଣାରେ ୪ ନିଲମ୍ବିତ
ବ୍ରହ୍ମପୁର ବସ୍ ଟ୍ରାଜେଡି ଘଟଣାରେ ୪ ନିଲମ୍ବିତ ଭୁବନେଶ୍ୱର, ୧୦ ଫେବୃଆରୀ – ବ୍ରହ୍ମପୁରରେ ଗତକାଲି ବସ୍ ରେ...